ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟୀ ଗୃହ ଠାରେ ଏକ ସଂକଳ୍ପ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି Iବିଜେଡି ଜିଲ୍ଲା ସଭାପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମ୍ମିଳନୀରେ ସୁବର୍ଣ୍ଣପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଯୋଗଦେଇଥିଲେ ।
About:
Video Location : Bijepur
Duration : 01:33 mins
Date Time : August 21st 2021, 3:51:26 pm