Khabriya News App.

Bailey Fry

Upload Video
Log out

କୁଚିଣ୍ଡା କଂଗ୍ରେସ ଭବନ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିନ ପାଳିତ ହୋଇଯାଇଛି

142 views
3Watch Time: 0 sec

କୁଚିଣ୍ଡା କଂଗ୍ରେସ ଭବନ ଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ଜନ୍ମ ଦିନ ପାଳିତ ହୋଇଯାଇଛି। ପୂର୍ବତନ ବିଧାୟକ ରାଜେନ୍ଦ୍ର ଛତ୍ରିଆଙ୍କ ନେତୃତ୍ବରେ କଂଗ୍ରେସ କର୍ମୀମାନେ ପୂର୍ବତନ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ଯ ଦେଇ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ

About:

Video Location : Kuchinda

Duration : 01:33 mins

Date Time : August 20th 2021, 5:33:06 pm

Khabriya News App.